ଜିଲ୍ଲାସ୍ତରୀୟ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ୨୦୨୪-୨୫

ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ଓଡ଼ିଶା ପୋଲିସ ଉଚ୍ଚ ବିଦ୍ୟାଳୟ, ତୁଳସୀପୁର ଠାରେ କଟକ ଜିଲ୍ଲାସ୍ତରୀୟ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି। , ଜିଲ୍ଲାର
ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ,
ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ, ଚଳଚ୍ଚିତ୍ର ଅଭିନେତା ଅରିନ୍ଦମ ରାୟ, ମେୟର ସୁବାଷ ସିଂ ଏବଂ ବହୁ ବରେଣ୍ୟ ଅତିଥ୍‌ ଉପସ୍ଥିତ ରହି ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ କୃତୀ ବିଦ୍ୟାର୍ଥୀମାନଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଏବଂ ମୁଖ୍ୟମନ୍ତ୍ରୀ ଓଡ଼ିଆ ଭାଷା ବୃତ୍ତି ସମ୍ମାନ ରେ ସମ୍ବଦ୍ଧିତ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମତୀ ସୁଜାତା ବେହେରା,
ଶ୍ରୀମତୀ ସୋନାମିକା ରାୟ,ଡଃ ସନ୍ତୋଷ କୁମାର ରାଉତ ,ଜିଲ୍ଲା ଶିକ୍ଷା ଅଧିକାରୀ,ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ନାୟକ, ଜିଲ୍ଲା ଶିକ୍ଷା ତାଲିମ୍ ପ୍ରତିଷ୍ଠାନ, କଟକ ର ଅଧକ୍ଷ ଶ୍ରୀଯୁକ୍ତ ନିରଞ୍ଜନ ସାହୁ,ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ମିଶ୍ର, ଅଧ୍ଯକ୍ଷ, ଜିଲ୍ଲା ପରିଷଦ, କଟକର ଅଧକ୍ଷ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ମିଶ୍ର ଯୋଗ ଦେଇ ଥିଲେ।

କଟକରୁ ଜୟଦେବ ପାଣିଙ୍କ ରିପୋର୍ଟ୍।

Leave a Reply

Your email address will not be published. Required fields are marked *