ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ର ଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ

କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ର ଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ । ତାଙ୍କ ନାଁ ଆୟ ବହିର୍ଭୁତ ସମ୍ପତି ଠୁଳ ନେଇ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ତାଙ୍କର ବିଭିନ୍ନ ଜାଗାରେ ଯାଞ୍ଚ କରି ସମୁଦାୟ ଆୟର ୩୩୬ ପ୍ରତିଶତ ସମ୍ପତି ଆୟ ବହିର୍ଭୁତ ବୋଲି ଭିଜିଲାନ୍ସ ପ୍ରମାଣ ପାଇଥିଲା ।

କଟକରୁ ଜୟଦେବ ପାଣିଙ୍କ ରିପୋର୍ଟ୍।

Leave a Reply

Your email address will not be published. Required fields are marked *